www.samajalive.in
Monday, December 8, 2025
24.1 C
Bhubaneswar

ଗଛରେ ପିଟି ହୋଇ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ପାଟଣାଗଡ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଥାନା ଧୂବଲପଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଗଛରେ ପିଟି ହୋଇ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ। ସୂଚନା ମୂତାବକ ବଲାଙ୍ଗୀର ସଦର ଥାନା ଅଞ୍ଚଳରୁ ବାଇକରେ ୩ ସାଙ୍ଗ ରଥଯାତ୍ରା ଦେଖି ଫେରିବାବେଳେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ବିକାଶ ସାହୁ ଏବଂ ଦୀପକ ବେହେରା ବୋଲି ଜଣାପଡିଛି। ଅନ୍ୟ ଜଣେ ସାଙ୍ଗ ନବୀନ କୁଅଁରଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories