www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରକ୍‌ରେ ପିଟି ହେଲା ବାଇକ୍, ଦୁଇ ମୃତ

କଟକ: କଟକ ମଧୁସୂଦନ ବ୍ରିଜ୍ ରେ ମର୍ମନ୍ତୁଦ ଦୁର୍ଘଟଣା । ବ୍ରିଜ୍ ଉପରେ ଠିଆ ହୋଇଥିବା ଏକ ଟ୍ରକରେ ପିଟି ହେଲା ବାଇକ୍। ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କର ମୃତ୍ୟୁ ଘଟୁଛି। ସୂଚନା ମୂତାବକ ଶୁକ୍ରବାର ବିଳମ୍ବିତ ରାତିରେ ୩ ଜଣ ଯୁବକ ଏକ ବାଇକରେ ଦ୍ରୁତ ଗତି ଯାଉଥିଲେ। ହଠାତ୍ ଏତିକି ବେଳେ ବ୍ରିଜ୍ ଉପରେ ଠିଆ ହୋଇଥିବା ଏକ ବାଇକ୍ ସହ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି । ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଟ୍ରକଟିକୁ ଜବତ କରି ଡ୍ରାଇଭରକୁ ଅଟକ ରଖିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories