www.samajalive.in
Friday, December 12, 2025
14.1 C
Bhubaneswar

ଚୋରି ବାଇକ ଉଦ୍ଧାର, ଅଭିଯୁକ୍ତ ଗିରଫ

ଗୁରୁଡିଝାଟିଆ : ଗୁରୁଡିଝାଟିଆ ଥାନା ଅନ୍ତର୍ଗତ ଲିଙ୍ଗାପଦା ଗ୍ରାମରୁ ଗତ ୧ ତାରିଖ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ନିରାକାର ସାହୁଙ୍କ ମୋଟରସାଇକଲକୁ ଲୁଟିନେଇଥିଲେ । ଏ ନେଇ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତିକରି ଥାନା ଅଧିକାରୀ ପରେଶ କୁମାର ମହାନ୍ତି ତଦନ୍ତ କରି କଟକ ଅଞ୍ଚଳର ଗ୍ୟାରେଜ କରିଥିବା ରିତେଶ କୁମାର ପ୍ରଧାନ(୨୬)କୁ ଗିରଫ କରିବାକୁ ସକ୍ଷମ ହୋଇଛନ୍ତି । ତାର ଗ୍ୟାରେଜରେ ଚୋରି ହୋଇଥିବା ବାଇକକୁ ଉଦ୍ଧାର କରାଯାଇଛି । ହେଲେ ଚୋରି କରିଥିବା ଅଭିଯୁକ୍ତକୁ ପୁଲିସ ଏପର୍ଯ୍ୟନ୍ତ ଗିରଫ କରିନାହିଁ । ଖୁବଶୀଘ୍ର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ ମହାନ୍ତି କହିଛନ୍ତି ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories