www.samajalive.in
Sunday, December 7, 2025
18.1 C
Bhubaneswar

ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ; ନାମାଙ୍କନ ଭରିଲେ ଆରୁଖ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଲାଗି ନାମାଙ୍କନ ଭରିଛନ୍ତି ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖ । ବିଧିବଦ୍ଧ ଭାବେ ଆରୁଖ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଙ୍କର ଭରିବା ପରେ ସେ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ଆରୁଖ କହିଛନ୍ତି ବିଧାନସଭାର ଗାରିମା ମୁଁ ରକ୍ଷା କରିବି । ଗୃହ ପରିଚାଳନା ପାଇଁ ଆରୁଖ ମସସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି । ଆରୁଖଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ଅନେକ ବରିଷ୍ଠ ବିଧାୟକ ଓ‌ ଅଧିକାରୀ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories