www.samajalive.in
Sunday, December 14, 2025
14.1 C
Bhubaneswar

ମନ୍ତ୍ରୀମଣ୍ଡଳରେ ସାମିଲ ହେବେ ବିକ୍ରମ, ସୁଦାମ ଓ ସାରଦା

ଡେସ୍କ : ରାଜ୍ୟ ମନ୍ତ୍ରୀମଣ୍ଡଳରେ ଆସନ୍ତାକାଲି ମନ୍ତ୍ରୀ ପଦ ପାଇଁ ୩ ବିଧାୟକ ଶପଥ ନେବେ।  ବିଧାୟକ ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ନାୟକ ମନ୍ତ୍ରୀମଣ୍ଡଳରେ ସାମିଲ ହେବେ । ଏହି  ୩ ବିଧାୟକଙ୍କ ପାଖକୁ ଫୋନ କଲ ଯାଇଥିବା ସୂଚନା ମିଳିଛି । ୩ ଜଣ ଆସନ୍ତାକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବା ସମ୍ଭାବନା ରହିଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories