ଭୁବନେଶ୍ବର: ଭୁବନେଶ୍ବରରେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ ଗେଟ୍ସ । ପ୍ରଥମେ ଲୁମ୍ବିନୀ ବିହାର ମାଆ ମଙ୍ଗଳା ବସ୍ତିକୁ ଯାଇ ବିଲ୍ ଗେଟ୍ସ ଫାଉଡେସନ୍ ସହଯୋଗରେ ଚାଲିଥିବା ସମସ୍ତ ପ୍ରକଳ୍ପର ସମୀକ୍ଷା କରିବା ସହ ବସ୍ତି ବାସୀନ୍ଦାଙ୍କ ସହ ଆଲୋଚନା କରିଛନ୍ତି। ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି। ପରେ କୃଷି ଭବନ ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ସେ କୃଷକ ମାନଙ୍କର କୃଷି ଶୈଳୀ ବିଷୟରେ ଆଲୋଚନା କରିବେ ।
Popular Categories



