www.samajalive.in
Friday, December 5, 2025
23.1 C
Bhubaneswar

ଜଳିଗଲା ଗଞ୍ଜେଇ ଚାଲାଣ ଗାଡି

ସୁବର୍ଣ୍ଣପୁର : ବିନିକା ସହର ନୂଆବଜାର ନିକଟରେ ଅଭାବନୀୟ ଘଟଣା ଘଟିଛି। ରାସ୍ତା ମଝିରେ ହୁତହୁତ୍ ହୋଇ ଜଳିଗଲା ଗଞ୍ଜେଇ ଚାଲାଣ ହେଉଥିବା କାର୍। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କିଛି ସ୍ଥାନୀୟ ଲୋକେ ଏକ ନମ୍ବର ବିହୀନ କାରରେ ନିଆଁ ଲାଗିଥିବା ଦେଖିବାକୁ ପାଇଥିଲେ। ଏ ନେଇ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସେପଟେ ରାସ୍ତା ମଝିରେ ଗାଡି ଛାଡି ଡ୍ରାଇଭର ଫେରାର୍ ହୋଇଯାଇଥିବାବେଳେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

Related Articles

Popular Categories