www.samajalive.in
Saturday, December 13, 2025
26.1 C
Bhubaneswar

ଟ୍ରକକୁ ପିଟିଲା ମିନିବସ, ୧୦ ଗୁୁରୁତର

ବିନିକା: ଡୁଙ୍ଗୁରିପାଲି ଥାନା ଚେରୁପାଲି ଗାଁ ନିକଟରେ ଦୁର୍ଘଟଣା ଘଟି ଏକ ଟ୍ରକକୁ ପଛରୁ ଗୋଟିଏ ମିନି ବସ ଧକ୍କା ଦେଇଛି। ଫଳରେ ୧୦ ଜଣ ଗୁରୁତର ହୋଇପଡ଼ିଛନ୍ତି। ଦୁର୍ଘଟଣାରେ ଗୁରୁତର ହୋଇଥିବା ୧୦ଜଣଙ୍କୁ ଡୁଙ୍ଗୁରିପାଲି ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଟ୍ରକ ଓ ମିନି ବସକୁ ଜବତ କରି ତଦନ୍ତ ଜାରି ରଖିଛି।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories