www.samajalive.in
Sunday, December 14, 2025
17.1 C
Bhubaneswar

ନାବାଳିକାକୁ ଗଣଦୁଷ୍କର୍ମ, ୩ ଗିରଫ

ବିନିକା: ନାବାଳିକାକୁ ବାରମ୍ବାର ଗଣଦୁଷ୍କର୍ମ ଅଭିଯୋଗରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅଞ୍ଚଳରେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାକୁ ବ୍ଲାକ ମେଲିଂ କରି ୩ଥର ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ୩ ଅଭିଯୁକ୍ତଙ୍କୁ ରାମପୁର ଥାନା ପୁଲିସ ପକ୍ଷରୁ ଗିରଫ କରାଯାଇଥିବା ଏସପି ସୂଚନା ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories