www.samajalive.in
Saturday, December 6, 2025
15.1 C
Bhubaneswar

ଚଳନ୍ତା ସିମେଣ୍ଟ ବୋଝେଇ ଟ୍ରକରେ ଅଗ୍ନିକାଣ୍ଡ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅନ୍ତର୍ଗତ ସିଂଘିଯୁବାରେ ଚଳନ୍ତା ସିମେଣ୍ଟ ବୋଝେଇ ଟ୍ରକରେ ହଠାତ ଅଗ୍ନିକାଣ୍ଡ ହୋଇଥିବା ମଙ୍ଗଳବାର ଜଣାପଡ଼ିଛି। ନିଆଁ ଲାଗିବା ମାତ୍ରେ ଚଳନ୍ତା ଟ୍ରକରୁ ଡେଇଁ ଚାଳକ ଓ ହେଲପର ବର୍ତ୍ତି ଯାଇଛନ୍ତି। ତେବେ କେଉଁ କାରଣରୁ ଟ୍ରକରେ ନିଆଁ ଲାଗିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଟ୍ରକର କ୍ୟାବିନ ନିଆଁରେ ଜଳି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ହଠାତ ଟ୍ରକରେ ନିଆଁ ଲାଗିଯିବା ମାତ୍ରେ ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଟ୍ରକଟି କେଉଁଆଡ଼େ ଯାଉଥିଲା ସେନେଇ ଜଣାପଡ଼ି ନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories