www.samajalive.in
Friday, December 5, 2025
16.1 C
Bhubaneswar

ଛୁରା ମାଡରେ ଦମ୍ପତ୍ତି ଗୁରୁତର

ବିନିକା – କଳହକୁ ନେଇ ଦମ୍ପତ୍ତିକୁ ଛୁରାମାଡ ହୋଇଥିବା ଅଭିଯୋଗ ହୋଇଛି । ବିନିକା ଅଞ୍ଚଳର ଚିଙ୍ଗିରକେଟା ଗାଁରେ ଏହି ଅଘଟଣ ଘଟିଛି । ଦାଦାର ଛୁରାମାଡରେ ପୁତୁରା ଓ ପୁତୁରା ବୋହୁ ଗୁରୁତର ହୋଇଛନ୍ତି ।

ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ଜମିବାଡି ବିବାଦକୁ ନେଇ ଦାଦା ଓ ପୁତୁରାଙ୍କ ମଧ୍ୟରେ ଝଗଡା ହୋଇଥିଲା । ଏଥିରେ ଉତ୍ତକ୍ଷିପ୍ତ ହୋଇ ଦାଦା ଛୁରି ଧରି ଆକ୍ରମଣ କରିବାରୁ ଏହି ଦୁଇ ଜଣ ଗୁରୁତର ହୋଇଥିବା ଜଣା ପଡିଛି ।

- Advertisement -

ଅଭିଯୋଗ ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛି ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories