www.samajalive.in
Saturday, December 6, 2025
15.1 C
Bhubaneswar

ପରଦାକୁ ଆସିବ ଯୁବରାଜ ସିଂହଙ୍କ କାହାଣୀ

ମୁମ୍ବଇ: ତାରକା କ୍ରିକେଟର ତଥା କର୍କଟ ଭଳି ରୋଗକୁ ପରାସ୍ତ କରିଥିବା ଯୁବରାଜ ସିଂହଙ୍କ କାହାଣୀ ଏବେ ବଡ଼ ପରଦାକୁ ଆସିବ। ତାଙ୍କ ବାୟୋପିକ୍‌ ଘୋଷଣା କରାଯାଇଛି। ଏହି ବାୟୋପିକ୍‌କୁ ଟି-ସିରିଜ୍‌ ବ୍ୟାନରରେ ନିର୍ମାଣ କରାଯିବ। ଭୂଷଣ କୁମାର ଓ ରବି ଭଗଚାନ୍ଦକା ଏହାର ପ୍ରଯୋଜନା ଭାର ବହନ କରିବେ।

ଭୂଷଣ କୁମାର ଓ ରବି ଭଗଚାନ୍ଦକା ମିଳିତ ଭାବେ ଯୁବରାଜ ସିଂହଙ୍କ ଜୀବନ କାହାଣୀକୁ ଦର୍ଶକଙ୍କ ସାମ୍ନାକୁ ଆଣିବେ। ତେବେ ଏହି ବାୟୋପିକ୍‌ର ଟାଇଟଲ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ। ଯୁବରାଜ ସିଂହଙ୍କ ଭୂମିକାରେ କିଏ ଅଭିନୟ କରିବେ, ସେନେଇ ମଧ୍ୟ କୌଣସି ସୂଚନା ମିଳିନାହିଁ।

- Advertisement -

ଯୁବରାଜ ସିଂହଙ୍କ ବାୟୋପିକ୍‌ ଘୋଷଣା ହେବାପରେ ଲୋକେ ଅନେକ ପ୍ରତିକ୍ରିୟା ଦେଉଛନ୍ତି। ଯୁବରାଜଙ୍କ ପ୍ରଶଂସକ ତାଙ୍କ ଜୀବନ କାହାଣୀକୁ ପରଦାରେ ଦେଖିବା ପାଇଁ ବେଶ୍‌ ଉତ୍ସାହିତ ଥିବା ନେଇ ପ୍ରତିକ୍ରିୟା ଦେଇଛନ୍ତି।

 

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories