www.samajalive.in
Saturday, December 6, 2025
23.1 C
Bhubaneswar

ବିରଜା ମନ୍ଦିର ରଥଯାତ୍ରା ପାଇଁ ହାଇକୋର୍ଟଙ୍କ ଅନୁମତି

ଭୁବନେଶ୍ଵର : ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଶାରଦୀୟ ଦୂର୍ଗାପୂଜା ଅବସରରେ ହେଉଥିବା ରଥଯାତ୍ରା ଚଳିତ ବର୍ଷ ହେବା ନେଇ ଅନୁମତି ମିଳିଛି। ରଥଯାତ୍ରା ପାଇଁ ହାଇକୋର୍ଟ ଗୁରୁବାର ଅନୁମତି ଦେଇଛନ୍ତି। କୋଭିଡର ସମସ୍ଥ ନିୟମ ମାନି ରଥଯାତ୍ରା କରାଇବା ପାଇଁ ଯାଜପୁର ଜିଲ୍ଲାପାଳଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୭ରେ ବିରଜାଙ୍କ ରଥଯାତ୍ରା ଅନୁଷ୍ଠିତ ହେବ।

Hot this week

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

Related Articles

Popular Categories