www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟବ୍ୟାପୀ ପକ୍ଷୀଗଣନା ; ବିଭିନ୍ନ ବନଖଣ୍ଡ ଓ ଜଳାଶୟରେ ଗଣନା ଆରମ୍ଭ

ଭୁବନେଶ୍ୱର : ରାଜ୍ୟବ୍ୟାପୀ ବିଭିନ୍ନ ବନଖଣ୍ଡ ଓ ଜଳାଶୟରେ ଶୁକ୍ରବାର ପକ୍ଷୀଗଣନା ଆରମ୍ଭ ହୋଇଛି। ଗଣନାରେ ୨୫ ରୁ ଅଧିକ ଟିମ ଓ ହଜାର ରୁ ଅଧିକ ସଦସ୍ୟ ସାମିଲ ରହିଛନ୍ତି। ଅନୁଗୁଳ ସାତକୋଶିଆରେ ୧୦ ଟି ଟିମ ନିୟୋଜିତ ହୋଇଛନ୍ତି। ମହାନଦୀ ରିଭର ସିଷ୍ଟମ ସହ ଶିଶୁ ପଥର ଡ଼୍ୟାମରେ ପକ୍ଷୀ ଗଣତି ଜାରି ରହିଛି। ମୟୂରଭଞ୍ଜର ଶିମିଳିପାଳ ସଂଲଗ୍ନ ବିଭିନ୍ନ ଜଳାଶୟରେ ପକ୍ଷୀଗଣନା ଆରମ୍ଭ ହୋଇଛି। ଆଜି କେବଳ ପକ୍ଷୀଗଣନା ହେବ ଓ ଆସନ୍ତା ୯ ରୁ ୧୧ କୁମ୍ଭୀର ଗଣନା ହେବ ବୋଲି ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories