www.samajalive.in
Sunday, December 7, 2025
15.1 C
Bhubaneswar

ରାଜ୍ୟରେ ବାର୍ଡ ଫ୍ଲୁ ; ସ୍ଥିତି ପରଖିବାକୁ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର : ରାଜ୍ୟରେ ବାର୍ଡ ଫ୍ଲୁ କ୍ରମଶଃ ଅଣାୟତ୍ତ ହେଉଥିବା ବେଳେ ସ୍ଥିତି ପରଖିବାକୁ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌ । ବାର୍ଡ ଫ୍ଲୁ ବ୍ୟାପି ଥିବା ପିପିଲି ଅଞ୍ଚଳ ସ୍ଥିତି ପରଖିବା ପାଇଁ ବୁଧବାର ଆସିବେ କେନ୍ଦ୍ରୀୟ ଦଳ । ପିପିଲି ଅଞ୍ଚଳ ଦେଖିବା ସହ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କ ସହ ବୈଠକ କରିବେ । ଏନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । କେନ୍ଦ୍ରାପଡାରେ କୁକୁଡା ମଡକ ପରେ ନମୁନା ପରୀକ୍ଷଣ ପାଇଁ ପଠାଯାଇଛି । ସମସ୍ତ ଜିଲାକୁ ସତର୍କ ରହିବା ସହ କୁକୁଡା ଫାର୍ମରେ କାମ କରୁଥିବା ଲୋକେ ଅଧିକ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଦେଖନ୍ତୁ ଭିଡିଓ; ପ୍ରବଳ ବର୍ଷାରେ ଧରା ହେଲା ବିଶାଳ ଅଜଗର..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories