www.samajalive.in
Friday, December 5, 2025
20.1 C
Bhubaneswar

ମଣିଷକୁ ଡେଇଁଲା ବାର୍ଡ ଫ୍ଲୁ!

ଭୁବନେଶ୍ୱର : ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ ପକ୍ଷରୁ ବୁଧବାର ସୂଚନା ମିଳିଛି । ୨ ଜଣ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି, ଆକ୍ରାନ୍ତ ବୋଲି କହି ହେବନି । ଲକ୍ଷଣ ଥିବା ୨ ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଛି । ପୁଣେ ଭାଇରୋଲୋଜି ସେଣ୍ଟରକୁ ମଧ୍ୟ ନମୁନା ପଠାଯାଇଛି । ଏପର୍ଯ୍ୟନ୍ତ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇନି । ରିପୋର୍ଟକୁ ଅପେକ୍ଷା ରହିଛି । ଏନେଇ ଆତଙ୍କିତ ନହେବାକୁ ପରାମର୍ଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆରଏମଆରସି ରିପୋର୍ଟ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ତଥ୍ୟ ଦେବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ଦେଖନ୍ତୁ ଭିଡିଓ ; ଫ୍ୟାନ୍‌ ଉପରେ ଫଣା ଟେକି ରହିଥିଲା ନାଗ ସାପ..

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories