www.samajalive.in
Sunday, December 14, 2025
26.1 C
Bhubaneswar

ପୁରୀ ଜିଲା କୃଷ୍ଣ ପ୍ରସାଦ ବ୍ଲକରେ ବାର୍ଡ ଫ୍ଲୁ ସନ୍ଦେହ

ଭୁବନେଶ୍ୱର: ପୁରୀ ଜିଲା କୃଷ୍ଣ ପ୍ରସାଦ ବ୍ଲକରେ ବାର୍ଡ ଫ୍ଲୁ ସନ୍ଦେହ କରାଯାଉଛି। ବିଭିନ୍ନ କୁକୁଡ଼ା ଫାର୍ମରେ ବହୁ ସଂଖ୍ୟାରେ କୁକୁଡ଼ା ମରିଥିବା ସୂଚନା ମିଳିଛି। ଏହାସହିତ କିଛି ସ୍ଥାନରେ କାଉ ମରି ପଡ଼ିଥିବାରୁ ଏହି ଅଞ୍ଚଳରେ ବାର୍ଡ ଫ୍ଲୁ ହୋଇଥିବା ନେଇ ସନ୍ଦେହ କରାଯାଉଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories