www.samajalive.in
Sunday, December 7, 2025
23.1 C
Bhubaneswar

ଗୁପ୍ତେଶ୍ବର ମେଳାରେ ୨ ଯୁବକଙ୍କୁ ଛୁରାମାଡ଼, କାରଣ ଅସ୍ପଷ୍ଟ

ବୀରମିତ୍ରପୁର: ଗୁପ୍ତେଶ୍ବର ମେଳାରେ ୨ ଯୁବକଙ୍କୁ ଛୁରାମାଡ଼ ହୋଇଥିବା ସୂଚନା ମିଳିଛି। ଛୁରାମାଡ଼ ପରେ ଉଭୟ ଯୁବକ ରକ୍ତ ଜୁଡୁବୁଡୁ ହୋଇ ତଳେ ପଡ଼ିଯାଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରାଯାଇଥିଲା। ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ବୀରମିତ୍ରପୁର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଜଣେ ଯୁବକ ଛୁରୀରେ ଆକ୍ରମଣ କରିଛି। ତେବେ କ’ଣ ପାଇଁ ୨ଜଣ ଯୁବକଙ୍କୁ ଆକ୍ରମଣ କରାଯାଇଛି ତାହାର କାରଣ ଜଣାପଡ଼ିନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories