www.samajalive.in
Saturday, December 6, 2025
16.1 C
Bhubaneswar

ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତି ଗୌରବ ଦିବସ ଭାବେ ପାଳିବ ବିଜେପି

ଭୁବନେଶ୍ବର : ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀକୁ ବିଜେପି ଜନଜାତି ଗୌରବ ଦିବସ ଭାବେ ପାଳନ କରିବ। ଆସନ୍ତା ୧୫ରେ ରାଜ୍ୟର ୨୭ଟି ଜିଲାର ୨୮ଟି ସ୍ଥାନରେ ଏକକାଳୀନ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜନତା ମଇଦାନଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେବେ ବୋଲି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ତଥା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି।

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories