www.samajalive.in
Saturday, December 6, 2025
26.1 C
Bhubaneswar

ଜନ୍ମଦିନ କେକ୍ ନେଲା ଜୀବନ!

ନୂଆଦିଲ୍ଲୀ: ଜନ୍ମଦିନ କେକ୍ ନେଲା ଜୀବନ। ପଞ୍ଜାବ ପଟିଆଲାରେ ଅଭାବନୀୟ ଘଟଣା ଘଟିଛି। ଅନଲାଇନରେ ମଗାଇଥିବା ଜନ୍ମଦିନ କେକ୍ ଖାଇ ନାବାଳିକାଙ୍କର ମୃତ୍ୟୁ ଘଟିଛି। ୧୦ ବର୍ଷୀୟ ନାବାଳିକାର ମୃତ୍ୟୁ ଘଟିଥିବାବେଳେ ସାନ ଭଉଣୀକୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖାଦ୍ୟ ବିଷାକ୍ତୀକରଣରୁ ଏପରି ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। କେକ୍ ଖାଇବା ପରେ ବାନ୍ତି କରି ଅସୁସ୍ଥ ହୋଇପଡିଥିଲେ। ପରେ ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣଙ୍କର ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ ପରିବାର ଲୋକ ଥାନାରେ ମାମଲା ରୁଜ୍ଜୁ କରିଛନ୍ତି ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories