ଜନ୍ମଦିନ କେକ୍ ନେଲା ଜୀବନ!

ନୂଆଦିଲ୍ଲୀ: ଜନ୍ମଦିନ କେକ୍ ନେଲା ଜୀବନ। ପଞ୍ଜାବ ପଟିଆଲାରେ ଅଭାବନୀୟ ଘଟଣା ଘଟିଛି। ଅନଲାଇନରେ ମଗାଇଥିବା ଜନ୍ମଦିନ କେକ୍ ଖାଇ ନାବାଳିକାଙ୍କର ମୃତ୍ୟୁ ଘଟିଛି। ୧୦ ବର୍ଷୀୟ ନାବାଳିକାର ମୃତ୍ୟୁ ଘଟିଥିବାବେଳେ ସାନ ଭଉଣୀକୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖାଦ୍ୟ ବିଷାକ୍ତୀକରଣରୁ ଏପରି ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। କେକ୍ ଖାଇବା ପରେ ବାନ୍ତି କରି ଅସୁସ୍ଥ ହୋଇପଡିଥିଲେ। ପରେ ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣଙ୍କର ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ … Continue reading ଜନ୍ମଦିନ କେକ୍ ନେଲା ଜୀବନ!