www.samajalive.in
Sunday, December 14, 2025
17.1 C
Bhubaneswar

ତୈଳ ଦର ବୃଦ୍ଧିକୁ ନେଇ ବିଜେଡ଼ିର ଦ୍ବିତୀୟ ଦିନ ପ୍ରତିବାଦ

ଦ୍ୱାରଶୁଣି : କେନ୍ଦ୍ର ସରକାର ଅହେତୁକ ତୈଳ ଦର ବୃଦ୍ଧିକୁ ନେଇ ବିଜେଡିର ପ୍ରତିବାଦ ଶନିବାର ଦ୍ବିତୀୟ ଦିନରେ ପହଞ୍ଚିଛି ।  ମୟୂରଭଞ୍ଜ ବାଙ୍ଗିରିପୋଷିରେ ଦିନ ୧୦ଟା ରୁ ୧୨ଟା ପର୍ଯ୍ୟନ୍ତ ବିଜେଡ଼ି ପକ୍ଷରୁ ପ୍ରତିବାଦ କରାଯାଇଥିଲା । ସ୍ଥାନୀୟବିଧାୟକ ସୁଦାମ ମାର୍ଣ୍ଡି ଉପସ୍ଥିତିରେ ପ୍ରୋଟ୍ରୋଲ ଟାଙ୍କି ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଭାବେ ପ୍ରତିବାଦ କରିବା ସହ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା । ଅହେତୁକ ତୈଳ ଦର ବୃଦ୍ଧିକୁ ନେଇ ଗତକାଲିଠାରୁ ଶାସକ ଦଳ ବିଜେଡି ପକ୍ଷରୁ ପ୍ରତିବାଦ ଆରମ୍ଭ ହୋଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories