www.samajalive.in
Sunday, December 7, 2025
26.1 C
Bhubaneswar

ବିଜେଡିର ୨୧ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର : ବିଜେଡିର ୨୧ତମ ପ୍ରତିଷ୍ଠା ଦିବସ ବୁଧବାର ଦିନ ପାଳନ କରାଯାଉଛି। ପ୍ରତିଷ୍ଠା ଦିବସ ପାଇଁ ବିଜେଡି ଶିବିରରେ ଏକ ବିଶାଳ ସଭା ଆୟୋଜିତ କରାଯାଇଛି। ଏହି ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ମନ୍ତ୍ରୀ ଅଶୋକ ପଣ୍ଡା, ଅନ୍ୟାନ୍ୟ ନେତା, ମନ୍ତ୍ରୀ ଓ ମେୟର ଉପସ୍ଥିତ ରହିଛନ୍ତି। ପ୍ରତିଷ୍ଠା ଦିବସରେ ବିଜେଡି ପାଣ୍ଠି ସଂଗ୍ରହ ଆରମ୍ଭ କରିଛି। ସାଂସଦ ଓ ବିଧାୟକମା​‌ନେ ଦଳୀୟ ପାଣ୍ଠିକୁ ଅର୍ଥ ପ୍ରଦାନ କରିଛନ୍ତି।

ବିଭିନ୍ନ ଜିଲା, ବ୍ଲକ ଆଦିରେ ବିଜେଡିର ପ୍ରତିଷ୍ଠା ଦିବସ ପାଳନ କରାଯାଉଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories