www.samajalive.in
Monday, December 15, 2025
27.1 C
Bhubaneswar

ଦ୍ଵିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି

ଡେସ୍କ: ବିଜୁ ଜନତା ଦଳ ଲୋକସଭା ନିର୍ବାଚନ ୨୦୨୪ ପାଇଁ ଆଜି ପ୍ରଥମ ପର୍ଯ୍ୟାୟରେ ୨୧ଟି ଲୋକସଭା ଆସନ ମଧ୍ୟରୁ ୯ଟିରେ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଅପରାହ୍ନରେ ଅନ୍ୟ ୬ଟି ଆସନ ପାଇଁ ୬ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।

ସୂଚନା ଅନୁଯାୟୀ, ପୁରୀରୁ ଅରୂପ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଓ ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories