www.samajalive.in
Sunday, December 14, 2025
19.1 C
Bhubaneswar

ବିଜେଡିର ନୂତନ ଦାୟିତ୍ୱ

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଙ୍ଗଳବାର ହାଜି ମହମ୍ମଦ ଆୟୁବ ଖାଁଙ୍କୁ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ସହ କେନ୍ଦ୍ରାପଡା ଜିଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି କଟକ ଜିଲା କାର୍ଯ୍ୟକାରୀ ସଭାପତି ପ୍ରଫୁଲ ସିଂହକୁ ଗଞ୍ଜାମ ଜିଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳି ପାଇଁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories