ବିଜେଡିର ଲୋକସଭା ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୯ଟି ଲୋକସଭା ଆସନ ପାଇଁ ନାମ ଘୋଷଣା କରାଯାଇଛି । ଭୁବନେଶ୍ୱର ଲୋକସଭା ଆସନରୁ ମନ୍ମଥ ରାଉତରାୟ ପ୍ରାର୍ଥୀ ହୋଇଛନ୍ତି । ଏଠାରେ ବିଜେପିରୁ ଅପରାଜିତା ଷଡଙ୍ଗୀ ପ୍ରାର୍ଥୀ ହୋଇଛନ୍ତି । ସେହିପରି ମୟୁରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡାରୁ ଅଂଶୁମାନ ମହାନ୍ତି, ସୁନ୍ଦରଗଡରୁ ଶ୍ରୀ ଦୀଲିପ ତିର୍କୀ, ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, … Continue reading ବିଜେଡିର ଲୋକସଭା ପ୍ରାର୍ଥୀ ଘୋଷଣା