www.samajalive.in
Sunday, December 7, 2025
23.1 C
Bhubaneswar

ନୂଆ ମିଡିଆ ଟିମ୍‌ ଗଠନ କଲା ବିଜେଡି, ୧୬ ନେତାଙ୍କୁ ଦାୟିତ୍ଵ

ଭୁବନେଶ୍ଵର: ପୁନର୍ଗଠିତ ହୋଇଛି ବିଜୁ ଜନତା ଦଳର ମିଡିଆ ସେଲ୍‌। ମିଡିଆ ସେଲ୍‌ରେ ରହିଛନ୍ତି ୧୬ ଜଣ ବିଜେଡି ନେତା। ସୋମବାର ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍‌ ତାଲିକା ପ୍ରକାଶ ପାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସମସ୍ତଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ବିଜେଡିର ବରିଷ୍ଠ ଗଣମାଧ୍ୟମ ସଂଯୋଜକ ପ୍ରତାପ ଜେନା ସୂଚନା ଦେଇଛନ୍ତି।

ନୂଆ ଟିମ୍‌ରେ ପ୍ରଶାନ୍ତ ମୁଦୁଲି, ବ୍ୟୋମକେଶ ରାୟ, ସୁବାସ ସିଂଙ୍କ ସମେତ ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନ ରମେଶ ବେହେରା, ମନ୍ମଥ ରାଉତରାୟ ସ୍ଥାନ ପାଇଛନ୍ତି। ଏଥିସହ ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପ୍‌ସିତା ସାହୁ, ସୋଫିଆ ଆଲାମ୍, ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଯୁବ ନେତା ଅରୁପ ଶ୍ରୀଚନ୍ଦନଙ୍କୁ ଏହି ଟିମ୍‌ରେ ସାମିଲ କରାଯାଇଛି।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories