www.samajalive.in
Friday, December 12, 2025
23.1 C
Bhubaneswar

ତାରାମଣୀଙ୍କ ପାଇଁ ଭୋଟ ମାଗିଲେ ବୌଦ୍ଧ ବିଧାୟକ

ହରଭଙ୍ଗା: ହରଭଙ୍ଗା ବ୍ଲକର ୮ନଂ ଜିଲ୍ଲାପରିଷଦ ଜୋନର ପୁରୁଣାକଟକ, ଚାରିଛକ ବଜାରରେ ଗୁରୁବାର ବିଜେଡି ପକ୍ଷରୁ ମାରାଥନ ପ୍ରଚାର କରାଯାଇଛି। ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ୍‍ଙ୍କ ନେତୃତ୍ୱରେ ପୁରୁଣାକଟକ, ଚାରିଛକର ବିଜେଡି ମହିଳା/ପୁରୁଷକର୍ମୀ ଏକାଠି ହୋଇ ବିଜେଡି ଜିଲ୍ଲାପରିଷଦ ପ୍ରାର୍ଥୀ ତାରାମଣୀ ପ୍ରଧାନଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ପ୍ରାର୍ଥୀ ତାରାମଣୀଙ୍କ ସହିତ ବୌଦ୍ଧ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ସୌଭାଗ୍ୟ ନାୟକ, ସହକାରୀ ପର୍ଯ୍ୟବେକ୍ଷକ ନିତ୍ୟାନନ୍ଦ ଭୋଇ, ତାରେଣୀ ମହାପାତ୍ର, ବସନ୍ତ ସ୍ୱାଇଁ, ଦେବରଞ୍ଜନ ବିଶି, ସୁଶାନ୍ତ ପ୍ରଧାନ, ବିଶ୍ୱଜିତ ପ୍ରଧାନ, ସଂଜୀବ ବାରିକ, ଦିଲ୍ଲିପ ସାହୁ, ସନ୍ତୋଷ ନାଗଙ୍କ ଭଳି ବହୁ ଦଳୀୟ କର୍ମୀ ସାମିଲ ଥିଲେ।

Hot this week

ଜାପାନରେ ୬.୭ ତୀବ୍ରତାର ଭୂକମ୍ପ : ସୁନାମି ସତର୍କତା ଜାରି

ଟୋକିଓ : ଆଜି ସକାଳେ ଜାପାନର ଉତ୍ତର ପୂର୍ବ ଉପକୂଳରେ ଶକ୍ତିଶାଳୀ...

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

Related Articles

Popular Categories