www.samajalive.in
Wednesday, December 10, 2025
26.1 C
Bhubaneswar

ବିଜେଡି ପ୍ରାର୍ଥୀ ଦେବୀରଞ୍ଜନ ତ୍ରିପାଠୀ ବାଙ୍କୀ ବିଧାୟକ ଭାବେ ନିର୍ବାଚିତ 

କଳାପଥର (ବାଙ୍କୀ ): ଆଜି ବାଙ୍କୀ ନିର୍ବାଚନ ମଣ୍ଡଳିର ବିଧାନ ସଭା ଓ ଲୋକ ସଭା ପାଇଁ ବାଙ୍କୀ କଲେଜରେ କଡା ସୁରକ୍ଷା ମଧ୍ୟରେ ଭୋଟ ଗଣତି କରାଯାଇଥିଲା । ବାଙ୍କୀ ଉପଜିଲାପାଳ ତଥା ନିର୍ବାଚନ ଅଧିକାରୀ ଦେବୀ ପ୍ରସାଦ ମହାନ୍ତିଙ୍କ ତତ୍ତ୍ୱାବଧାନରେ ଏହି ଭୋଟ ଗଣତି କରାଯାଇଥିଲା । ଏହି ନିର୍ବାଚନ ମଣ୍ଡଳିରେ ସମୁଦାୟ ୧ଲକ୍ଷ ୬୬ହଜାର ୫୯୦ଜଣ ନିଜର ମତଦାନ କରିଥିଲେ । ସେଥିମଧ୍ୟରୁ ବିଜେଡି ପ୍ରାର୍ଥୀ ଦେବୀରଞ୍ଜନ ତ୍ରିପାଠୀ ସର୍ବାଧିକ ୬୮ହଜାର ୭୫୨ଖଣ୍ଡ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି । ବିଜେପି ପ୍ରାର୍ଥୀ ତୁଷାରକାନ୍ତ ଚକ୍ରବର୍ତ୍ତୀ ୫୧ହଜାର ୮୮୮ ଏବଂ କଂଗ୍ରେସ ପ୍ରାର୍ଥୀ ଡକ୍ଟର ଦେବାଶିଷ ପଟ୍ଟନାୟକ ୪୨ହଜାର ୫୫୪ଖଣ୍ଡ ଭୋଟ ପାଇ ପରାସ୍ତ ହୋଇଛନ୍ତି ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories