www.samajalive.in
Monday, December 15, 2025
26.1 C
Bhubaneswar

ସପ୍ତମ ପର୍ଯ୍ୟାୟରେ ୬ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ଵର: ବିଧାନସଭା ନିର୍ବାଚନ ପାଇଁ ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ସୋମବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଉ ୬ଜଣ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି।

ହିନ୍ଦୋଳ-ମହେଶ ସାହୁ

- Advertisement -

ରଘୁନାଥପାଲୀ- ଅର୍ଚ୍ଚନା ରେଖା ବେହେରା

କାକଟପୁର- ତୁଷାରକାନ୍ତି ବେହେରା

ବାଲିକୁଦା ଏରସମା- ସାରଦା ଜେନା

ବାଙ୍ଗିରିପୋଷି- ରଞ୍ଜିତା ମାରାଣ୍ଡି

ବରୀ- ବିଶ୍ଵ ରଞ୍ଜନ ମଲ୍ଲିକ

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories