www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଶାନ୍ତ ଜଗଦ୍ଦେବଙ୍କ ହିଂସା ଆଚରଣ – ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଡେସ୍କ: ବିଶୃଙ୍ଖଳିତ ଆଚରଣ ପାଇଁ ପୂର୍ବରୁ ବିଜେଡିରୁ ବହିଷ୍କୃତ ଓ ଏବେ ବିଜେପିରେ ଯୋଗ ଦେଇଥିବା ପ୍ରଶାନ୍ତ ଜଗଦ୍ଦେବଙ୍କ ହିଂସାତ୍ମକ ଆଚରଣ ନେଇ ଆଜି ବିଜେଡି ରାଜ୍ୟ ମୁଖ୍ୟ ନିର୍ବାଚନଙ୍କ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି। ଗତକାଲି ଖୋର୍ଦ୍ଧା ଛଣଗିରିରେ ବିଧାୟକଙ୍କ କାର୍ଯ୍ୟକଳାପ ସମ୍ପର୍କରେ ବିଜେଡି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରାଇଛି। ଖୋର୍ଦ୍ଧା ଛଣଗିରିରେ ସେ ସାଧାରଣ ଲୋକଙ୍କୁ ଆକ୍ରମଣ କରିବା ସହ ଜଣେ ସାମ୍ବାଦିକଙ୍କୁ ମଧ୍ୟ ଆକ୍ରମଣ କରିଥିଲେ।

- Advertisement -

ଅନ୍ୟପକ୍ଷରେ ସେ ଥାନାଧିକାରୀଙ୍କୁ ମଧ୍ୟ ଧମକ ଦେଇଥିବା ଜଣାପଡିଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories