ପ୍ରଶାନ୍ତ ଜଗଦ୍ଦେବଙ୍କ ହିଂସା ଆଚରଣ – ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଡେସ୍କ: ବିଶୃଙ୍ଖଳିତ ଆଚରଣ ପାଇଁ ପୂର୍ବରୁ ବିଜେଡିରୁ ବହିଷ୍କୃତ ଓ ଏବେ ବିଜେପିରେ ଯୋଗ ଦେଇଥିବା ପ୍ରଶାନ୍ତ ଜଗଦ୍ଦେବଙ୍କ ହିଂସାତ୍ମକ ଆଚରଣ ନେଇ ଆଜି ବିଜେଡି ରାଜ୍ୟ ମୁଖ୍ୟ ନିର୍ବାଚନଙ୍କ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି। ଗତକାଲି ଖୋର୍ଦ୍ଧା ଛଣଗିରିରେ ବିଧାୟକଙ୍କ କାର୍ଯ୍ୟକଳାପ ସମ୍ପର୍କରେ ବିଜେଡି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରାଇଛି। ଖୋର୍ଦ୍ଧା ଛଣଗିରିରେ ସେ ସାଧାରଣ ଲୋକଙ୍କୁ ଆକ୍ରମଣ କରିବା ସହ ଜଣେ ସାମ୍ବାଦିକଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଅନ୍ୟପକ୍ଷରେ ସେ ଥାନାଧିକାରୀଙ୍କୁ ମଧ୍ୟ … Continue reading ପ୍ରଶାନ୍ତ ଜଗଦ୍ଦେବଙ୍କ ହିଂସା ଆଚରଣ – ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି