www.samajalive.in
Saturday, December 6, 2025
14.1 C
Bhubaneswar

ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା; ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ଯାତନାକୁ କଡା ନିନ୍ଦା କରିବା ସହ ନ୍ୟାୟିକ ତଦନ୍ତ ଦାବି କରିଛି ବିଜୁ ଜନତା ଦଳ। ଏନେଇ ଆଜି ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ବିକ୍ଷୋଭ ଓ ଧାରଣା ଦିଆଯାଇଛି। ଘଟଣାରେ ପୁଲିସର ସଂପୃକ୍ତି ଥିବାରୁ ପୁଲିସ ତଦନ୍ତ ଉପରେ ଦଳର ଭରସା ନାହିଁ। ଏଥିପାଇଁ ବଚାର ବିଭାଗୀୟ ତଦନ୍ତ କରି ତୁରନ୍ତ ପୀଡିତାଙ୍କୁ ନ୍ୟାୟ ଦେବା ଦାବିରେ ବିକ୍ଷୋଭ କରିଛି ବିଜେଡି। ଥାନାରେ ସିସିଟିଭି ପୂର୍ବରୁ ଥିବାବେଳେ ଏବେ କୁଆଡେ ଗଲା ବୋଲି ପ୍ରଶ୍ନ କରିଛି ବିଜେଡି। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଭୁଶୁଡି ପଡ଼ିଥିବା ବେଳେ ଶହେ ଦିନର ସରକାର କେବଳ ରଙ୍ଗ ବଦଳାଇବାରେ କାମ କରୁଛନ୍ତି ବୋଲି ବିଜେଡି କହିଛି। ଘଟଣା ନେଇ ରାଷ୍ଟ୍ରପତିଙ୍କ ଉର୍ଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories