www.samajalive.in
Friday, December 5, 2025
26.1 C
Bhubaneswar

ବିଜେଡି ପ୍ରତିଷ୍ଠା ଦିବସ ପାଳନ ନେଇ ନବୀନଙ୍କ ଚିଠି

ଭୁବନେଶ୍ବର : ଆସନ୍ତା ୨୬ ତାରିଖରେ ବିଜେଡି ୨୮ ବର୍ଷରେ ପଦାର୍ପଣ କରିବ। ସବୁ ନିର୍ବାଚନମଣ୍ଡଳୀରେ ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ନେଇ ଦଳୀୟ କର୍ମକର୍ତ୍ତାଙ୍କୁ ଚିଠି ଲେଖି ବିଜେଡି ସଭାପତି ନବୀନ ପଟ୍ଟନାୟକ ଅବଗତ କରାଇଛନ୍ତି। ଏହା ସହ ଲୋକଙ୍କ ସେବା କରିବାକୁ ​‌ସେ ଆହ୍ବାନ ଦେଇଛନ୍ତି। ପ୍ରତିଷ୍ଠା ଦିବସରେ ବିଜେଡିର ଛାମୁଆ ନେତା ତଥା ଶୁଭେଚ୍ଛୁଙ୍କୁ ନେଇ ସଭା କରାଯିବ। ଏଥିରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ କାର୍ଯ୍ୟକ୍ରମ ନେଇ ଆଲୋଚନା କରାଯିବ। ଦଳର ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ, ବିଜେପି ସରକାରର ପ୍ରତିଶ୍ରୁତି ପାଳନରେ ବିଫଳତାକୁ କ୍ଷେତ୍ରୀୟସ୍ତରରେ ସଭାସମିତି ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଯିବ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories