www.samajalive.in
Tuesday, December 9, 2025
16.1 C
Bhubaneswar

ବିଜେଡିରେ ବିଦ୍ରୋହ ; ଦୁଇ ଗୋଷ୍ଠୀ ମୁହାଁମୁହିଁ

ଜଗତସିଂହପୁର : ଜଗତସିଂହପୁର ବିଜେଡିରେ ଗୋଷ୍ଠୀକନ୍ଦଳ ଦିନକୁ ଦିନ ବଢିବାରେ ଲାଗିଛି। ସୂଚନା ଅନୁସାରେ ଜଗତସିଂହପୁର ନିର୍ବାଚନ ମଣ୍ଡଳୀ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ମୁଦୁଲିଙ୍କ ଶୋଭାଯାତ୍ରା ବେଳେ ବିଦ୍ରୋହ ଦେଖିବାକୁ ମିଳିଛି। ଜଗତସିଂହପୁର ବିଧାନସଭା କ୍ଷେତ୍ରରୁ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମୁଦୁଲି ଆଜି ଏକ ବାଇକ ରାଲିରେ ବାଲିଭଉଁରି ଓ ନାଉଗାଁ ଯାଉଥିଲେ। ବିଜେଡିରୁ ଟିକେଟ ପାଇନଥିବା ଜିଲ୍ଲା ଯୁବ ବିଜେଡି ସଭାପତି ଅମରେନ୍ଦ୍ର ଦାସଙ୍କ ସମର୍ଥକ କଳାପତାକା ଦେଖାଇ ଏହାର ବିରୋଧ କରିଥିଲେ। ଏହି ଘଟଣାରେ ପୁଲିସ କିଛି ଯୁବକଙ୍କୁ ଅଟକ ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories