ଭୁବନେଶ୍ୱର: ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ ଅଭିଯୋଗ ନେଇ ସୋମବାର ମୁଖ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି ବିଜେଡି। ବିଜେପି ନେତାମାନେ ପୁଲିସ ଓ ସରକାରୀ କର୍ମଚାରୀଙ୍କୁ ଧମକାଉଥିବା ସହ ପ୍ରଚାରରେ ଛୋଟପିଲାଙ୍କୁ ବ୍ୟବହାର କରାଯାଉଥିବା ଅଭିଯୋଗ କରିଛି ବିଜେଡି। ବିଜେପି ନେତାମାନେ ଖୋଲାଖୋଲି ଆଚରଣବିଧି ଉଲ୍ଲଘଂନ କରୁଥିବା ଅଭିଯୋଗ କରି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି ବିଜୁ ଜନତା ଦଳ।
Popular Categories



