www.samajalive.in
Friday, December 5, 2025
20.1 C
Bhubaneswar

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି। ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚନ ଲଢୁଥିବା ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ନିର୍ବାଚନରେ ନିୟୋଜିତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ନାଲି ଆଖି ଦେଖାଉଥିବା ନେଇ ସିଇଓଙ୍କ ନିକଟରେ ଫେରାଦ ହୋଇଛି ବିଜେଡି। ସରକାରୀ ଅଫିସରମାନେ ପ୍ରଦୀପ ପାଣିଗ୍ରାହୀଙ୍କ କଥା ନମାନିଲେ ତାଙ୍କୁ ବଦଳି କରିବା ପାଇଁ ଧମକ ଦେଉଛନ୍ତି। ସେଥିପାଇଁ ପ୍ରଦୀପଙ୍କ ବିରୋଧରେ ସିଇଓଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories