www.samajalive.in
Sunday, December 7, 2025
16.1 C
Bhubaneswar

ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ କରୁଛି ବିଜେଡି: ଲୋକଙ୍କ ମତାମତ ଲୋଡିଲେ ୫ଟି ଅଧ୍ୟକ୍ଷ

ଭୁବନେଶ୍ୱର: ଖୁବଶୀଘ୍ର ପ୍ରକାଶ ପାଇବ ବିଜେଡିର ନିର୍ବାଚନୀ ଇସ୍ତାହାର। ଏହାପୂର୍ବରୁ ଲୋକଙ୍କ ମତାମତ ଲୋଡିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏକ ଭିଡ଼ିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି ୫ଟି ଅଧ୍ୟକ୍ଷ। ଭିଡ଼ିଓରେ ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ସବୁବେଳେ ଗୁରୁତ୍ୱ ଦିଅନ୍ତି। ଏନେଇ ଚଳିତ ଥର ଲୋକଙ୍କ ମତାମତ ଅନୁସାରେ ବିଜେଡି ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ କରିବ।


ଏ ସରକାର ଓଡ଼ିଶାବାସୀଙ୍କ ସରକାର। ଏଥିପାଇଁ ବିଜେଡି bjdmanifesto2024@gmail.com ରେ ମତାମତ ଦେବାକୁ ଲୋକଙ୍କୁ ନିବେଦନ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଓଡ଼ିଶାବାସୀଙ୍କ ପ୍ରତିଟି ମତାମତକୁ ଗୁରୁତ୍ୱ ଦିଆ ନିର୍ବାଚନୀ ଇସ୍ତାହାର ପ୍ରକାଶ କରାଯିବ ବୋଲି କହିଛନ୍ତି ୫ଟି ଅଧ୍ୟକ୍ଷ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories