www.samajalive.in
Saturday, December 6, 2025
15.1 C
Bhubaneswar

ବିଜେଡ଼ି ଇସ୍ତାହାର କମିଟିର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନିର୍ବାଚନକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଗୁରୁବାର ବିଜେଡ଼ି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡ଼ି ଇସ୍ତାହାର କମିଟି ଘୋଷଣା କରିଛନ୍ତି।

କମିଟିରେ ପାଟକୁରା ବିଧାୟକ ବେଦପ୍ରକାଶ ଅଗ୍ରୱାଲ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିବା ବେଳେ ପ୍ରସନ୍ନ ଆଚାର୍ଯ୍ୟ, ସୌମ୍ୟରଞ୍ଜନ ପଟ୍ଟନାୟକ, ମଙ୍ଗଳା କିଷାନ, ପଦ୍ମନାଭ ବେହେରା ଓ କସ୍ତୁରୀ ମହାପାତ୍ର କମିଟିର ସହ-ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି କମିଟିରେ ଅନଙ୍ଗ ଉଦୟ ସିଂହଦେଓ, ଭର୍ତ୍ତୃହରି ମହତାବ, ଅଚ୍ୟୁତ ସାମନ୍ତ, ଅତନୁ ସବ୍ୟସାଚୀ, ସଞ୍ଜୟ ଦାସବର୍ମା, ଅରୁଣ ସାହୁ, ସୁଦାମ ମାରାଣ୍ଡି, ରମେଶ ମାଝୀ, ସୁବାସ ସିଂହ, ନବ ଦାସ, ନଳିନୀ ପ୍ରଧାନ, ରବି ନନ୍ଦ ପ୍ରମୁଖ ସଦସ୍ୟ ରହିଛନ୍ତି। ଏହାବ୍ୟତୀତ କେତେକ ଚାଷୀନେତା, ଆଇଟି ଉଇଙ୍ଗ୍ ମୁଖ୍ୟ, ମହିଳା ସ୍ୱଂୟସହାୟିକା ଗୋଷ୍ଠୀ ନେତ୍ରୀ ଓ ଛାତ୍ରନେତାଙ୍କୁ ମଧ୍ୟ ଇସ୍ତାହାର କମିଟିରେ ସାମିଲ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories