www.samajalive.in
Friday, December 5, 2025
26.1 C
Bhubaneswar

ନବୀନ ନିବାସରେ ନବନିର୍ବାଚିତ ବିଧାୟକଙ୍କ ସହ ବିଜେଡି ସୁପ୍ରିମୋଙ୍କ ବୈଠକ

ଭୁବନେଶ୍ବର: ନବୀନ ନିବାସରେ ନବନିର୍ବାଚିତ ବିଧାୟକମାନଙ୍କ ଭିଡ଼ ଜମିଛି। ସମସ୍ତ ୫୧ ବିଧାୟକ ବୁଧବାର ନବୀନ ନିବାସରେ ପହଞ୍ଚିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସେଠାରେ ବୈଠକ ଜାରି ରହିଛି। ଗଣେଶ୍ୱର ବେହେରା, ସତେନ୍ଦ୍ର ହରିପାଲ, ନବ ମଲ୍ଲିକ, ଦେବି ରଞ୍ଜନ ତ୍ରିପାଠୀ, ସଂଜୀବ ମଲ୍ଲିକ, ଚକ୍ରପାଣି କହ୍ନର, ଅଭିମନ୍ୟୁ ସେଠୀ, ବଦ୍ରି ପାତ୍ର, ବିଶ୍ୱ ମଲ୍ଲିକ, ପ୍ରଶାନ୍ତ ବେହେରା, ଅଧୀରାଜ ପାଣିଗ୍ରାହୀ, ସୌଭିକ ବିଶ୍ୱାଳ, ଅନନ୍ତ ଜେନାଙ୍କ ସମେତ ସମସ୍ତ ନବନିର୍ବାଚିତ ବିଧାୟକ ବୈଠକରେ ସାମିଲ ହୋଇଛନ୍ତି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories