www.samajalive.in
Saturday, December 6, 2025
14.1 C
Bhubaneswar

୨୦ରେ ବିଜେଡି ବିଧାୟକ ଦଳ ବୈଠକ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୨୦ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ। ଶଙ୍ଖ ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅଧ୍ୟକ୍ଷତା କରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଆଗକୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏଥିରେ ଦଳର କ’ଣ ଭୂମିକା ରହିବ ସେ ନେଇ ବୈଠକରେ ରଣନୀତି ପ୍ରସ୍ତୁତ କରାଯିବ ବୋଲି ସୂଚନା ମିଳିଛି। ଦରଦାମ ବୃଦ୍ଧି, ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅର ଆକ୍ରମଣ ଘଟଣା ସାଙ୍ଗକୁ ଅନେକ ପ୍ରସଙ୍ଗ ରହିଛି। ସେସବୁକୁ ନେଇ ବିଜେଡି ଶାସକ ଦଳକୁ ବିଧାନସଭାରେ ଘେରିପାରେ। ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ସ୍ଵତନ୍ତ୍ର ରଣନୀତି ପ୍ରସ୍ତୁତ ହେବ ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories