www.samajalive.in
Monday, December 8, 2025
27.1 C
Bhubaneswar

ଶଙ୍ଖ ଭବନରେ ସରିଲା ବିଜେଡ଼ି ବୈଠକ, ନବୀନ ବିରୋଧୀ ଦଳ ନେତା

ଡ଼େସ୍କ: ଭୁବନେଶ୍ବର ଶଙ୍ଖ ଭବନରେ ଶେଷ ହେଲା ବିଜେଡ଼ି ବିଧାୟକ ଦଳ ବୈଠକ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କୁ ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ଚୟନ କରାଯାଇଛି। ବିଜେଡି ବିଧାୟକ ଦଳ ବୈଠକରେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିରୋଧୀ ଦଳ ଉପନେତା, ପ୍ରମିଳା ମଲ୍ଲିକଙ୍କୁ ବିରୋଧୀ ଦଳ ମୁଖ୍ୟ ସଚେତକ ଓ ପ୍ରତାପ ଦେବଙ୍କୁ ବିରୋଧୀ ଦଳ ଉପମୁଖ୍ୟ ସଚେତକ ଭାବେ ଚୟନ କରାଯାଇଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories