www.samajalive.in
Saturday, December 6, 2025
17.1 C
Bhubaneswar

ଛେଣ୍ଡିପଦା ପଂଚାୟତ ସମିତି ଅଧ୍ୟକ୍ଷ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର: ବିଜୁ ଜନତା ଦଳ ଆଜି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ପଂଚାୟତ ସମିତି ଅଧ୍ୟକ୍ଷଙ୍କୁ ଦଳରୁ ବହିଷ୍କାର କରିଛି। ଦଳର ଗଣମାଧ୍ୟମ ବ୍ୟାପାର ସାଧାରଣ ସଚିବ ମାନସ ରଞ୍ଜନ ମଙ୍ଗରାଜ ଜଣାଇଛନ୍ତି ଯେ ଦଳ ବିରୋଧୀ କାର୍ଯ୍ୟ ପାଇଁ ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ପଂଚାୟତ ସମିତି ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନଙ୍କୁ ଦଳରୁ ବହିଷ୍କାର କରାଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories