www.samajalive.in
Wednesday, November 19, 2025
29.1 C
Bhubaneswar

ବିଜେଡି ୨୮ ତମ ପ୍ରତିଷ୍ଠା ଦିବସ ; ଓଡିଶାର ହକର ଲଢେଇରେ ବିଜେଡି କେବେ ପଛଘୁଞ୍ଚା ଦେବ ନାହିଁ – ନବୀନ

ଭୁବନେଶ୍ୱର : ଗୁରୁବାର ଡିସେମ୍ବର ୨୬ରେ ବିଜେଡି ଅର୍ଥାତ୍‌ ବିଜୁ ଜନତା ଦଳର ୨୮ ତମ ପ୍ରତିଷ୍ଠା ଦିବସ ।୨୭ ବର୍ଷର ସେବା ଦେଇଥିବା ବିଡେଡି ଦଳର ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହାସହ ଶଙ୍ଖ ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବାରେ ନବୀନଙ୍କ ଭୂମିକା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି ।


ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ୍ସରେ ଏକ ପୋଷ୍ଟ କରି କହିଛନ୍ତି, ଓଡିଶାବାସୀଙ୍କ ବିଶ୍ୱାସ ଓ ଭରସାକୁ ଅତୁଟ ରଖି ବିଜେଡି ଦୃଢତାର ସହ ଆଗକୁ ବଢୁଛି । କର୍ମୀଙ୍କ ନିଷ୍ଠା ଓ ଉତ୍ସର୍ଗୀକୃତ କାର୍ଯ୍ୟ ବିଜେଡିକୁ ଶ୍ରେଷ୍ଠ ଆଞ୍ଚଳିକ ଦଳର ପରିଚୟ ଦେଇଛି । ଓଡିଶାର ହକର ଲଢେଇରେ ବିଜେଡି କେବେ ପଛଘୁଞ୍ଚା ଦେବ ନାହିଁ । ଦଳର ୨୮ ତମ ପ୍ରତିଷ୍ଠା ଦିବସରେ ଆସନ୍ତୁ ସଙ୍କଳ୍ପବଦ୍ଧ ହେବା । ଏକ ହୋଇ ଓଡିଶାବାସୀଙ୍କ ସେବାରେ ଲଢେଇକୁ ଜୋରଦାର କରିବା ।

ନୂଆବର୍ଷରେ ୧୦ ଥର ଚଳନ କରିବେ ଶୁକ୍ର ; ଏହି ରାଶିଙ୍କୁ କରିବେ ମାଲାମାଲ୍‌, ହେବ ବିବାହ,ମିଳିବ ଚାକିରି..

- Advertisement -

ଦୁର୍ବଳ ହେଲା ଲଘୁଚାପ; କମିବ ବର୍ଷା, କୋହଲା ପାଗ ଜାରି..

Hot this week

ଶୀତ ଦିନେ ଗୁଡ ଖାଇଲେ ମିଳିବ ଅନେକ ଫାଇଦା

ସମାଜ ଲାଇଭ ଡ଼େସ୍କ : ଶୀତଦିନ ଆସିବା ସହିତ ଗୁଡ଼ ବଜାରରେ...

ଯୁବତୀଙ୍କୁ ପ୍ରେମ ପ୍ରତାରଣା; ବନ୍ଧା ହେଲେ ଏୟାର ଫୋର୍ସର ଯବାନ

ଭୁବନେଶ୍ବର: ମହଙ୍ଗା ପଡିଲା ଲଭ୍‌, ସେକ୍ସ ଆଉ ଧୋକା। ଯୁବତୀଙ୍କ ସହ...

ବିଷାକ୍ତ ପାଉଁଶ ବୋଝଇ ଟ୍ରକ ଦୁର୍ଘଟଣାରେ ବାବାଙ୍କ ମୃତ୍ୟୁ

ରେଢ଼ାଖୋଲ: ୫୫ ନଂ ଜାତୀୟ ରାଜପଥ ରେଢ଼ାଖୋଲ ଡାକ୍ତରଖାନା ଛକ ନିକଟରେ...

ବଢୁଛି ଭାଇରାଲ ସଂକ୍ରମଣ: କଣ କରିବେ

ସମାଜ ଡିଜିଟାଲ ଡେସ୍କ: ଆମ ଚାରିପାଖରେ ଅନେକ ଲୋକଙ୍କୁ ଦେଖିଛେ ଯେଉଁମାନେ...

ବିହାର : କାହାକୁ ମିଳିବ ମନ୍ତ୍ରୀପଦ ?

ସମାଜ ଲାଇଭ ଡ଼େସ୍କ : ବିହାରରେ ଏନଡିଏ ସରକାର ଆସନ୍ତାକାଲି ଶପଥ...

Related Articles

Popular Categories