www.samajalive.in
Sunday, December 14, 2025
17.1 C
Bhubaneswar

ଅନାସ୍ଥା ପ୍ରସ୍ତାବକୁ ବିରୋଧ କରିବ ବିଜେଡି

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ବିରୋଧରେ ବିରୋଧୀ ଦଳଙ୍କ ଅନାସ୍ଥା ପ୍ରସଙ୍ଗ। ଅନାସ୍ଥା ପ୍ରସ୍ତାବକୁ ବିରୋଧ କରିବ ବିଜୁ ଜନତା ଦଳ। ଦିଲ୍ଲୀ ସର୍ଭିସ ଅଧ୍ୟାଦେଶକୁ ବିଜେଡି ସମର୍ଥନ କରିବ। ଏ ନେଇ ଦଳର ସାଂସଦମାନଙ୍କୁ ହୁଇପ ଜାରି କଲା ବିଜେଡି। ଆଲୋଚନାଦିନ ସଂସଦରେ ଉପସ୍ଥିତ ରହିବାକୁ ନିର୍ଦେଶ।

ଅଗଷ୍ଟ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଅନାସ୍ଥା ପ୍ରସ୍ତାବ ଉପରେ ଚର୍ଚ୍ଚା ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି ଲୋକସଭା ବାଚସ୍ପତି ଓମ ବିରଲା। ତିନି ଦିନ ଧରି ନୋକନଫିଡେନ୍ସ ମୋସନ ଉପରେ ଚର୍ଚ୍ଚା, ଆଲୋଚନା ହେବ । ଅଗଷ୍ଟ ୧୦ ତାରିଖରେ ପ୍ରଧାନମନ୍ତ୍ରୀ ଗୃହରେ ବିବୃତି ରଖିବେ। ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ଦାବିରେ ବିରୋଧୀ ଅଟଳ ଥିବା ବେଳେ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବିରେ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି।

- Advertisement -

ଅପରପକ୍ଷରେ ମଣିପୁର ପ୍ରସଙ୍ଗରେ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବକୁ ବିଜେଡି ବିରୋଧ କରିବ। ସେହିପରି ଦିଲ୍ଲୀ ବିଧେୟକକୁ ସମର୍ଥନ କରିବ ଦଳ। ସେଥିପାଇଁ ଆଲୋଚନା ବେଳେ ଉଭୟ ରାଜ୍ୟସଭା ଓ ଲୋକସଭାରେ ସମସ୍ତ ବିଜେଡି ସାଂସଦକୁ ଉପସ୍ଥିତ ରହିବାକୁ ନିର୍ଦେଶ ଦିଆଯାଇଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories