www.samajalive.in
Wednesday, December 10, 2025
23.1 C
Bhubaneswar

ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେଡିର ନୂଆ ଥିଓରୀ: ପ୍ରମିଳା କହିଲେ- ସବୁ ଠିକ୍ ଥିଲେ ଆମେ ଜିତିବୁ

ଭୁବନେଶ୍ଵର: ନୂଆପଡ଼ା ଉପନିର୍ବାଚନକୁ ନେଇ ନୂଆ ଥିଓରୀ ଆପଣାଇଛି ବିଜେଡି। ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ ଟାର୍ଗେଟ୍‌ କରିଛନ୍ତି ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ। ପ୍ରମିଳା କହିଛନ୍ତି, ସବୁ ଠିକ୍ ଥିଲେ ଆମେ ୧୦ ହଜାର ଭୋଟ୍‌ରେ ଜିତିବୁ।

ସେ କହିଛନ୍ତି, ବିଜେପି ଯଦି ଜିତେ ତାହେଲେ EVM ଜାଲିଆତି ସ୍ପଷ୍ଟ ହେବ। ଯେଉଁଥିପାଇଁ ଆମେ ସିଇଓଙ୍କ ନିକଟରେ ଅଭିଯୋଗ କରିଛୁ। ସରକାରୀ ଦଳ ନୂଆ ଟେକ୍ନୋଲୋଜି ବ୍ୟବହାର କରିଛନ୍ତି। ଆବଶ୍ୟକ ନ ଥାଇ ବି ଅନେକ ସ୍ଥାନରେ EVM ବଦଳାଯାଇଛି। ହାଇଦ୍ରାବାଦରୁ ଇଞ୍ଜିନିୟରଙ୍କୁ ଆଣି ନୂଆ ଟେକ୍ନୋଲୋଜି ବ୍ୟବହାର କରିଛନ୍ତି। ଯେଉଁଥିପାଇଁ ସେମାନେ ୩୦ରୁ ୪୦ ହଜାର ଭୋଟ୍‌ରେ ଜିତିବେ ବୋଲି କହୁଛନ୍ତି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories