www.samajalive.in
Wednesday, December 10, 2025
23.1 C
Bhubaneswar

ଜିଲା ପରିଷଦ ସଦସ୍ୟ ଭାନୁପ୍ରତାପ ସିଂହ ମାଝି ବିଜେଡିରୁ ବହିସ୍କୃତ

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ଜିଲା ପରିଷଦର ୮ ନମ୍ବର ଜୋନ ସଦସ୍ୟ ଭାନୁପ୍ରତାପ ସିଂହ ମାଝିଙ୍କୁ ବିଜେଡିରୁ ବହିସ୍କାର କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବିଦା କରିଛନ୍ତି।  ଦଳ ବିରୋଧୀ କାର୍ଯ୍ୟକଳାପ ଯୋଗୁ ବିଜେଡି ସଭାପତି ଏହି ପଦକ୍ଷେପ ନେଇଥିବା ସୂଚନା ମିଳିଛି।

Hot this week

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

ସମ୍ପାଦକୀୟ : ଯଥା ପୂର୍ବଂ, ତଥା ପରମ୍‌

ସରକାର ବଦଳିଲେ ଧାରା ବଦଳୁ ନାହିଁ ନଭେମ୍ବର ୨୭ରେ ଭାରତର ରାଷ୍ଟ୍ରପତିଙ୍କ ଅଭିଭାଷଣରୁ...

Related Articles

Popular Categories