www.samajalive.in
Friday, December 5, 2025
20.1 C
Bhubaneswar

ଥାନା ଭିତରେ ମେଜରଙ୍କ ବାନ୍ଧବୀଙ୍କୁ ମାଡ ମାରିବା କଣ ଓଡ଼ିଆ ଅସ୍ମିତା? କାଲି ବିକ୍ଷୋଭ କରିବ ବିଜେଡି

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ଥାନା ଭିତରେ ପୁଲିସ ଯେଭଳି ନିର୍ଦ୍ଦୟ ବ୍ୟବହାର କରିଥିବା ଅଭିଯୋଗ ସାରା ଦେଶର ବିବେକକୁ ଦୋହଲାଇ ଦେଇଛି। ସେଦିନ ଏଏସଓଙ୍କ ପତ୍ନୀ କାନ୍ଦିଥିଲେ ଏବଂ ଆଜି ମେଜରଙ୍କ ବାନ୍ଧବୀ ଅଙ୍କିତା କାନ୍ଦୁଥିବା ବିଜେଡି କହିଛି। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି, ଥାନା ଭିତରେ ମେଜରଙ୍କ ବାନ୍ଧବୀଙ୍କୁ ମାଡ ମାରିବା କଣ ଓଡ଼ିଆ ଅସ୍ମିତା, ସରକାରଙ୍କ ୧୦୦ଦିନ କାର୍ଯ୍ୟ ପୂରିଥିଲେ ବି ସରକାର କଣ କରୁଛନ୍ତି। ୧୦୦ଦିନର ସରକାର ଓଡ଼ିଶାର ମୁଣ୍ଡକୁ ତଳକୁ କରିଛି ବୋଲି କହିଛି ବିଜେଡି। ଘଟଣା ନେଇ ଆସନ୍ତାକାଲି ରାଜଭବନ ଆଗରେ ବିକ୍ଷୋଭ କରିବ ବିଜେଡି। ରାଷ୍ଟ୍ରପତିଙ୍କ ଉର୍ଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିବ ବିଜେଡି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories