କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ୱର: ସମ୍ବଲପୁର ବିଜେପି ସାଂସଦ ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛି ବିଜେଡି। ରାଜ୍ୟରେ ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌‌ କରି ଏଭଳି ଅଭିଯୋଗ କରିଛନ୍ତି ବିଜେଡି ସାଂସଦ ସୁଲତା ଦେଓ। ଆସନ୍ତା ୨୪ ତାରିଖରେ ମିଶନ ଶକ୍ତି ମହିଳାମାନେ ଦୁବାଇ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ କେନ୍ଦ୍ରମନ୍ତ୍ରୀ ଇସିଆଇଙ୍କୁ ଚିଠି ଲେଖି ଏହି ଗସ୍ତ ଉପରେ ରୋକ୍‌‌ ଲଗାଇଛନ୍ତି। ମହିଳା ବିକାଶ, ମହିଳା … Continue reading କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କଲା ବିଜେଡି