www.samajalive.in
Monday, December 8, 2025
20.1 C
Bhubaneswar

ବିଧାନସଭାରେ ଗଙ୍ଗାଜଳ ଛିଞ୍ଚିଲା ବିଜେଡି

ଭୁବନେଶ୍ଵର: ବିଧାନସଭାରେ ଗଙ୍ଗାଜଳ ଛିଞ୍ଚିଲା ବିଜେଡି। ବିଧାନସଭାର ପବିତ୍ର ଗୃହକୁ ବିଜେପି ଅପବିତ୍ର କରିଥିବା ଅଭିଯୋଗ କରି ଗଙ୍ଗା ଜଳ ସିଞ୍ଚନ କରି ଅଭିନବ ପ୍ରତିବାଦ କରିଛି ବିଜୁ ଜନତା ଦଳ। ବିଧାନସଭାକୁ ପୁଲିସ ପଶିବା ଘଟଣାର ଏଭଳି ଅଭିନବ ଢଙ୍ଗରେ ପ୍ରତିବାଦ କରି ବିଧାନସଭା ପରିସରରେ ଗଙ୍ଗା ଜଳ ସିଞ୍ଚନ କରି ପରିକ୍ରମା କରିଛନ୍ତି ବିଜେଡି ବିଧାୟକ। ଏଥିସହ ରାଜ୍ୟ ସରକାର ଗଣତନ୍ତ୍ରର ସ୍ବରକୁ ଚପାଇବାକୁ ଉଦ୍ୟମ କରୁଥିବା ଅଭିଯୋଗ କରି ତୀବ୍ର ସମାଲୋଚନା କରିିଛି ଦଳ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories